ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ ନୟାଗଡ଼ରୁ ୩ ଜଣ ଲେଖାଏ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୮୬ରେ ପହଞ୍ଚିଛି।

ପଢ଼ନ୍ତୁ: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

You might also like