ରାଜ୍ୟ ପାଇଁ ଆଶ୍ୱସ୍ତି ଖବର, ଆଉ ୧୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।   ଏହି ୧୪ ଜଣଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୫ରେ ପହଞ୍ଚିଲା।

ସୁସ୍ଥ ୧୪ ଜଣଙ୍କ ମଧ୍ୟରେ କେନ୍ଦ୍ରାପଡାର ଜଣେ, ଭୁବନେଶ୍ୱରର ୩ଜଣ, ବାଲେଶ୍ୱରରେ ୩, ଭଦ୍ରକରେ ୭ଜଣ ଅଛନ୍ତି। ତେବେ ଦ୍ୱିତୀୟ ଆକ୍ରାନ୍ତ ସୁସ୍ଥ ହେବା ପରେ କେନ୍ଦ୍ରାପଡ଼ା କରୋନା ମୁକ୍ତ ହୋଇଛି।  ତେବେ ରାଜ୍ୟରେ ଆକ୍ଟିଭ କେଶ ୯୨ ରହିଛି। ଏମାନେ ଏବେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like