ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୪୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୋଳରୁ ସର୍ବାଧିକ ୧୪୧ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ମଧ୍ୟ ହ୍ରାସ ପାଇଛି। ଖୋର୍ଦ୍ଧାରୁ ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୦୬ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ  ୧,୪୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୬୯୫ରେ ପହଞ୍ଚିଛି। ସେଥିମଧ୍ୟରୁ ୨,୬୪,୧୦୨ ଜଣ ସୁସ୍ଥ ହୋଇଥିବାବେଳେ ୧୭୨୮୧ ଆକ୍ଟିଭ କେସ ରହିଛି।


 

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like