ଦିନକରେ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏ, କେନ୍ଦ୍ରାପଡ଼ାରୁ ୨ଜଣ, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୩,୩୨୬ ପଜିଟିଭ୍‌ ଚିହ୍ନଟ

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like