ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏ, କେନ୍ଦ୍ରାପଡ଼ାରୁ ୨ଜଣ, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform of the demise of fifteen Covid positive patients while under treatment in hospitals.
1.A 47 year old female of Bhubaneswar who was also suffering from Chronic Kidney Disease.
2.A 63 year old male of Bhubaneswar.
— H & FW Dept Odisha (@HFWOdisha) October 4, 2020
ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୩,୩୨୬ ପଜିଟିଭ୍ ଚିହ୍ନଟ