୨୪ ଘଣ୍ଟାରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୧,୬୪୦ ଛୁଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୪୦  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ, ବଲାଙ୍ଗିର, କଟକ, ଗଞ୍ଜାମ,
ଅନୁଗୁଳ, ଝାରସୁଗୁଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

You might also like