୨୪ ଘଣ୍ଟାରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୧,୬୪୦ ଛୁଇଁଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୪୦ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ, ବଲାଙ୍ଗିର, କଟକ, ଗଞ୍ଜାମ,
ଅନୁଗୁଳ, ଝାରସୁଗୁଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of fifteen numbers of #COVID19 positive patients while under treatment in hospitals.
1.A 56-year-old male of Angul district.
2.A 73-year-old male of Balangir district who was also suffering from Hypertension.— H & FW Dept Odisha (@HFWOdisha) November 22, 2020