ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୫ ଜଣ କରୋନା ଆକ୍ରାନ୍ତ। ଏମାନେ ସମସ୍ତେ ଯାଜପୁର ଜିଲ୍ଲାର। ଏହାକୁ ମିଶାଇ ରାଜ୍ୟରେ ୧୫୮ଜଣ ଆରୋଗ୍ୟ ହେଲେଣି।

ଯାଜପୁର ଜିଲ୍ଲାରେ ସମୁଦାୟ ୮୮ଜଣ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେବି ଜିଲ୍ଲାରେ ୪୦ ଆକ୍ଟିଭ କେଶ ରହିଛି। ତେବେ ଯାଜପୁର ରେଡ୍ ଜୋନ୍ ହୋଇଥିବାରୁ ଏତେ ମାତ୍ରାରେ ଆରୋଗ୍ୟ ହେବା ଜିଲ୍ଲାବାସୀଙ୍କୁ ଆଶ୍ୱସ୍ତି ମିଳିଛି।

ଆଜି ସକାଳେ ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ଚିହ୍ନଟ ଓ କେନ୍ଦ୍ରାପଡାରେ ୧୩ ଜଣ ଚିହ୍ନଟ ହୋଇଥିଲେ।

ପ୍ରକାଶଥାଉକି, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ଥିବାବେଳେ ୧୫୮ଜଣ ସୁସ୍ଥ ହୋଇଛନ୍ତି। ୩ଜଣଙ୍କ ମୃତ୍ୟୁ ହୋଇଛି। ଏବେବି ରାଜ୍ୟରେ ୪୫୦ ଆକ୍ଟିଭ କେଶ ରହିଛି। ଏମାନେ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

 

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like