କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ପୁଣି ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୮ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ୨ଟି ଲୋକାଲ କେସ୍ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୬ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୭ ଜଣ ସୁସ୍ଥ ହୋଇଛନ୍ତି। ୧୪୨ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like