ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ୬ଜଣ, ନୟାଗଡ଼ରୁ ୩ଜଣ, କଟକ ଓ ବାଲେଶ୍ୱରରୁ ୨ଜଣ ଲେଖାଏ, ଜଗତସିଂହପୁର, ବରଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୦୦ ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍ କେବଳ‌ ୧,୪୯୧

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like