ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

 

You might also like