କଟକ ସହରରୁ ବାହାରିଲେ ଆଉ ୧୬ କରୋନା ଆକ୍ରାନ୍ତ, ଲୋକାଲ୍ କେସ୍ କେବଳ ୮
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୨ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ୮ଟି ଲୋକାଲ କେସ୍ ରହିଛି।
ଆହୁରି ପଢ଼ନ୍ତୁ
କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୪ ଜଣ ସୁସ୍ଥ ହୋଇଛନ୍ତି। ୧୨୮ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।