ଓଡ଼ିଶାରେ ଦିନକରେ ୧,୬୯୫ କରୋନା ପଜିଟିଭ୍‌ ଚିହ୍ନଟ, କମୁଛି କ୍ୱାରେଣ୍ଟିନ୍ ଓ ଲୋକାଲ୍ କେସ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୦୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୫୮୨ରେ ପହଞ୍ଚିଛି।

You might also like