୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାଲେଶ୍ୱର ଓ ଢେଙ୍କାନାଳରୁ ୩ଜଣ ଲେଖାଏ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏ,
ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୩,୦୫୩ କରୋନା ଆକ୍ରାନ୍ତ

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like