୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୭ କରୋନା ରୋଗୀ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବାଲେଶ୍ୱର ଓ ଢେଙ୍କାନାଳରୁ ୩ଜଣ ଲେଖାଏ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏ,
ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of seventeen #COVID19 positive patients while under treatment in hospitals.
1.A 47-year old male of Balasore district.
2.A 62-year old male of Balasore district.
3.A 65-year old female of Balasore district.
— H & FW Dept Odisha (@HFWOdisha) October 3, 2020