୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୨୫  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

You might also like