• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗର ଅଞ୍ଚଳରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୧୮୪ ଜଣଙ୍କ ମଧ୍ୟରୁ ୭୭ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ନେଇ ସିଏମ୍‌ସି ସୂଚନା ଦେଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆବଜାରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଲ୍ୟାଣୀ ନଗରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ମଧ୍ୟ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୪୨ କ୍ୱାରେଣ୍ଟିନରୁ, ୧୬୭ ଲୋକାଲ କେସ୍ ଚିହ୍ନଟ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।

ଆଜି ରାଜ୍ୟରେ ମୋଟ ୩,୫୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୮୭୮ ଜଣ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଥିବା ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସେହିଭଳି ୭ ଜଣଙ୍କର ମୃତ୍ୟୁ ହେବା ସହ ମୋଟ ମୃତ୍ୟୁ ସଂଖ୍ୟା ୫୩୮ରେ ପହଞ୍ଚିଛି।

184-ve-cases-belong-to-cuttack-city
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories