କଟକରେ ଆଜି ୭୭ କରୋନା ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ

କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗର ଅଞ୍ଚଳରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୧୮୪ ଜଣଙ୍କ ମଧ୍ୟରୁ ୭୭ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ନେଇ ସିଏମ୍‌ସି ସୂଚନା ଦେଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆବଜାରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଲ୍ୟାଣୀ ନଗରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ମଧ୍ୟ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୪୨ କ୍ୱାରେଣ୍ଟିନରୁ, ୧୬୭ ଲୋକାଲ କେସ୍ ଚିହ୍ନଟ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।

ଆଜି ରାଜ୍ୟରେ ମୋଟ ୩,୫୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୮୭୮ ଜଣ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଥିବା ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସେହିଭଳି ୭ ଜଣଙ୍କର ମୃତ୍ୟୁ ହେବା ସହ ମୋଟ ମୃତ୍ୟୁ ସଂଖ୍ୟା ୫୩୮ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like