ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୩୨

ଭୁବନେଶ୍ୱର: ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ୧,୯୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୩୬ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୪, ୬୩୦ରେ ପହଞ୍ଚିଛି।

You might also like