ଦିନକରେ ଓଡ଼ିଶାରେ ସର୍ବାଧିକ ୧,୯୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧,୯୮୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ୧,୯୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୨୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୫୬ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୭୪ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨, ୬୫୩ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like