ସହିଦନଗର ଥାନା ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର : ସହିଦନଗର ଥାନା ଭଙ୍ଗାରୁଜା ଘଟଣାରେ ୨ ଜଣଙ୍କୁ ଗିରଫ କଲା ପୁଲିସ। ଏହି ଘଟଣାର ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ଲାଗି କମିଶନରେଟ୍‌ ପୁଲିସ ପକ୍ଷରୁ ଏକାଧିକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି।

ଏହି ଟିମ୍‌ ଗୁଡିକ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଏହି ଘଟଣାରେ ସଂପୃକ୍ତ କାହାକୁ ଛଡାଯିବ ନାହିଁ ବୋଲି ପୁଣି ଥରେ କହିଛନ୍ତି ପୁଲିସ୍‌ କମିଶନର ସତ୍ୟଜିତ ମହାନ୍ତି।

ରବିବାର ରାତିରେ କିଛି ଦୁର୍ବୃତ୍ତ ସହିଦନଗର ଥାନା ଭିତରେ ପଶି ଏଏସ୍ଆଇ ଅଭୟ ରାଉତଙ୍କୁ ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରି ପକାଇଥିଲେ। ବାଇକ୍ ଓ କାର ମଧ୍ୟରେ ଧକ୍କାକୁ ନେଇ ଥାନା ଭିତରେ ଘଟିଥିଲା ତୁମୁଳକାଣ୍ଡ।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like