ଦେଖରେ, ଭାଲୁ ଖାଉଛି ଲଙ୍କା ଆମ୍ବ

ରାୟଗଡ଼ା: ଭାଲୁ ଖାଉଛି ଲଙ୍କା ଆମ୍ବ। ୨ଟି କଳା ଭାଲୁ ବୁଲି ବୁଲି ଲଙ୍କା ଆମ୍ବ ଖାଉଛନ୍ତି।  ତାହା ବି ପୁଣି ରାତିରେ। ଖାଇବାର ମଜା ନେଉଛନ୍ତି ଭାଲୁ। ରାୟଗଡ଼ା ଜିଲ୍ଲା ପଦ୍ମପୁର ଖିଲାମୁଣ୍ଡା ବାଳିକା ହାଇସ୍କୁଲ ପରିସରରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ।

ପାହାଡ ନିକଟରେ ଏହି ସ୍କୁଲଟି ଥିବାରୁ ଗତକାଲି ରାତିରେ ଭାଲୁ ଏଠାକୁ ଚାଲି ଆସିଥିବା ଅନୁମାନ କରାଯାଉଛି। ରାତି ପ୍ରାୟ ୧୧ଟା ବେଳେ ଗଛରୁ ପଡିଥିବା ଲଙ୍କା ଆମ୍ବ ବା ଭାଲିଆକୁ ଦୁଇଟି ଭାଲୁ ବୁଲି ବୁଲି ଖାଉଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

You might also like