ଭୁବନେଶ୍ୱର ମହାନଗର ନିଗମର ୨ କର୍ମଚାରୀ, ଜଣେ ଡ୍ରାଇଭରଙ୍କୁ କରୋନା

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।

ବିଏମ୍‌ସିର ୨ଜଣ ଷ୍ଟାଫ୍‌ ଓ ଜଣେ ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ବିଏମ୍‌ସି ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଦିଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ଏହି ୩ ଆକ୍ରାନ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଥିବା ଜଣାପଡ଼ିଛି। ତେବେ ସେମାନେ କେବଳ ଅନ୍ୟ ଜିଲ୍ଲାକୁ ଯାଇଥିଲେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like