ସୁସ୍ଥ ହେଲେ ଦୁଇ କରୋନା ରୋଗୀ

 

ଭୁବନେଶ୍ୱର: ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ସୁସ୍ଥ ହେଲେ ଆଉ ୨ ଜଣ କରୋନା ଆକ୍ରାନ୍ତ। ଆରୋଗ୍ୟ ହୋଇଥିବା ୨ ଆକ୍ରାନ୍ତ ଭୁବନେଶ୍ୱରର। ତେବେ ସେମାନଙ୍କ ସମ୍ପର୍କରେ ଅଧିକ କିଛି ତଥ୍ୟ ବର୍ତ୍ତମାନ ଯାଏ ସୂଚନା ପ୍ରଦାନ କରାଯାଇନାହିଁ। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଏହି ଦୁଇ ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ମୋଟ ଆକ୍ଟିଭ୍‌ କେସ୍ ୨୫କୁ ଖସି ଆସିଛି।   ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଏହି ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି।

 

ଆହୁରି ପଢ଼ନ୍ତୁ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

You might also like