ବାଇକ୍‌କୁ ପିଟିଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ଜଗତସିଂହପୁର: ଘରକୁ ଫେରୁଥିଲା ବେଳେ ପିଟିଦେଲା ପିକ୍‌ଅପ୍। ଚାଲିଗଲା ୨ ଜଣଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ନାରଦିଆ ନିକଟରେ।

ଉଭୟ ଏକ ବାଇକରେ ବାଲିକୁଦାରୁ ଘରକୁ ଫେରୁଥିବା ବେଳେ ନାରଦିଆ ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ ଭ୍ୟାନରେ ପିଟି ହୋଇ ଯାଇଥିଲେ। ଖବର ପାଇ ବାଲିକୁଦା ଅଗ୍ନିଶମ ସେବା କର୍ମଚାରୀ ଘଟଣା ସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ବାଲିକୁଦା ମେଡିକାଲ ନେଇଥିଲେ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଦୁଇଜଣ ହେଲେ ଏରସମା ଥାନା ମଠସାହି ଗ୍ରାମର ପୁଷ୍ପକ କାଣ୍ଡି ଓ ନକୁଳ କାଣ୍ଡି। ବାଲିକୁଦା ପୋଲିସ ଦୁର୍ଘଟଣା ଘଟାଇଥିବା ଭ୍ୟାନକୁ ଜବତ କରିବା ସହିତ ଡ୍ରାଇଭରକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like