• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବୌଦ୍ଧ: ବୌଦ୍ଧ- ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଠିଆ ହୋଇଥିବା ଇନୋଭାକୁ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨୫ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ବସ୍‌ କଣ୍ଡକ୍ଟର ଓ ଇନୋଭା କାର୍‌ର ଡ୍ରାଇଭର ଅଛନ୍ତି।

ଆହତଙ୍କ ମଧ୍ୟରୁ ୮ ଗୁରୁତରଙ୍କୁ ବୁର୍ଲା ମେଡିକାଲ୍‌ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଆହତଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ହୀରାକୁଦରୁ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ପଢ଼ନ୍ତୁ: ରାସ୍ତାକଡ଼ରେ ଗାଡ଼ି‌ ଠିକ୍‌ କରୁଥିଲେ ୨ ହେଲ୍‌ପର୍‌, ଚଢ଼ିଗଲା ଟ୍ରକ୍‌

2-killed-25-injured-after-a-bus-hits-an-suv-in-boudh
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories