ନବରଙ୍ଗପୁର ଜିଲ୍ଲାରେ ୨ ବିଏସ୍‌ଏଫ ଯବାନ କରୋନା ଆକ୍ରାନ୍ତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ପୁଣି ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର । ଆକ୍ରାନ୍ତ ଦୁଇ ବ୍ୟକ୍ତି ମହାରାଷ୍ଟ୍ର ଫେରନ୍ତା BSF ଯବାନ ବୋଲି ଜଣାପଡିଛି l

ସେମାନେ ମହାରାଷ୍ଟ୍ରରୁ ଆସି କ୍ୱାରେଣ୍ଟିନ ସେଣ୍ଟରରେ ରହିଥିଲେ l ଏହି ଜଣଙ୍କୁ ମିଶାଇ ଜିଲ୍ଲାରେ ୯ ଜଣ BSF କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି l ପୂର୍ବରୁ ଜିଲ୍ଲାରେ ସର୍ବମୋଟ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯ ଜଣ।

ବିଏସଏଫ୍ ଯବାନଙ୍କୁ ନବରଙ୍ଗପୁର ସ୍ଥିତ କୋଭିଡ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like