ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ଆଉ ୨ ଜଣ ଗିରଫ

ନୂଆପଡ଼ା : ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ମାମଲାରେ ଆଉ ୨ ଜଣଙ୍କୁ ଗିରଫ କରିଛି ନୂଆପଡ଼ା ଜିଲ୍ଲା ବୋଡେନ ପୁଲିସ୍‌। ଫଳରେ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି।

ଗତ ୨୨ ତାରିଖ ଦିନ କେରାପଦର ଦ୍ୱାରଶନୀ ହାଇସ୍କୁଲର ସହକାରୀ ଶିକ୍ଷକ ସର୍ବଜ୍ଞ ସୁପକାର ନିଜ ପୁତୁରା ଜ୍ଞାନଦତ୍ତ ସୁପକାରଙ୍କ ସହ କରଙ୍ଗାମାଲ ହାଇସ୍କୁଲକୁ ଯାଇଥିଲେ। ସର୍ବଜ୍ଞ ନିଜ ମୋବାଇଲ ତାଙ୍କ ପୁତୁରାକୁ ଦେଇଥିଲେ। ପୁତୁରା ଜ୍ଞାନଦତ୍ତ ଫଟୋ ଉଠାଇ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଆଜି ସନ୍ଧ୍ୟାରେ ଗିରଫ ୭ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like