ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଗଡ଼ିବ ଆଉ ୨ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ଓଡ଼ିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ଟି ସ୍ୱତନ୍ତ୍ର ଟ୍ରେନ। ୧୭ରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ ଛାଡିବ।

ସେହିପରି ୨୧ରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ ୭ଟା ୪୦ରେ ଭୁବନେଶ୍ୱର ଛାଡ଼ିବ। ୨୨ରୁ ପ୍ରତି ଗୁରୁବାର ଅପରାହ୍ନ ୧୨ଟା ୫୫ରେ ନୂଆଦିଲ୍ଲୀରୁ ଛାଡ଼ିବ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like