ରାଜ୍ୟରେ ପୁଣି ଦୁଇ କରୋନା ରୋଗୀ ଚିହ୍ନଟ

ଗଞ୍ଜାମ: ରାଜ୍ୟରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ପଜିଟିଭ୍ ହେଲେ ଗଞ୍ଜାମ ଜିଲ୍ଲାର। ଗଞ୍ଜାମରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଥମଥର ପାଇଁ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୯କୁ ବୃଦ୍ଧି ହୋଇଛି।

ଗତକାଲି କେବଳ ଯାଜପୁରରେ ସକାଳେ ୮ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୪୮ରେ ଛୁଇଁଛି। ଜିଲ୍ଲାର କଟିକଟା ପଞ୍ଚାୟତ ଏବେ କରୋନା ମୁକାବିଲା ପାଇଁ ଚିନ୍ତାରେ କାରଣ ପାଲଟିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like