ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି।

ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା।

ଭୁବନେଶ୍ୱରରେ ଏଯାବତ୍‌ ୧୦୩ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ ଆଜି ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ସପ୍ତାହରେ ୨ ଦିନ ସଟ୍‌ଡାଉନ୍‌ ହେବ ରାଉରକେଲା ସହର

ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪ କରୋନା ରୋଗୀ

ଭୁବନେଶ୍ୱରରୁ ୧୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱରରୁ ଚିହ୍ନଟ ନୂଆ ୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ଟି ଲୋକାଲ୍ କେସ୍

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୩ ଜିଲ୍ଲାରୁ ଆଉ ୨୬୪ କରୋନା ଆକ୍ରାନ୍ତ‌ ଚିହ୍ନଟ

ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱରରୁ ବାହାରିଲେ ୧୧ କରୋନା ରୋଗୀ

You might also like