ସତ୍ୟନଗର ଉପରେ ପଡୁଛି ଚାପ, ଭୁବନେଶ୍ୱରରେ ହେବ ଆଉ ୨ ଶ୍ମଶାନ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏଭଳି ବ୍ୟବସ୍ଥା ହୋଇଛି। ଏ ନେଇ ସୂଚନା ଦେଇଛନ୍ତି  ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ।

କମିଶନରଙ୍କ କହିବାନୁସାରେ, କୋଭିଡ଼ କାରଣରୁ ସତ୍ୟନଗରରେ ସଂସ୍କାର ସଂଖ୍ୟା ବଢ଼ିଛି। ଅନ୍ୟ ଜିଲ୍ଲା ପାଇଁ ସ୍ୱର୍ଗଦ୍ୱାର ବନ୍ଦ ଥିବାରୁ ସତ୍ୟନଗରକୁ ଚାପ ପଡୁଛି। ସେ ଦୃଷ୍ଟିରୁ ଭୁବନେଶ୍ୱରରେ ଆଉ ୨ଟି ଶ୍ମଶାନ କରାଯାଉଛି।

ପଟିଆ ଏବଂ ଖଣ୍ଡଗିରି ଅଞ୍ଚଳରେ ୨ଟି ନୂଆ ଶ୍ମଶାନ କରାଯାଉଛି। ପଟିଆରେ ଗ୍ୟାସ୍ ଜରିଆରେ ଶବ ସଂସ୍କାର ବ୍ୟବସ୍ଥା କରାଯାଉଛି। ଖଣ୍ଡଗିରିରେ ବିଦ୍ୟୁତ ଚାଳିତ ଶବଦାହ ବ୍ୟବସ୍ଥା କରାଯାଉଛି। ଶ୍ମଶାନ କାର୍ଯ୍ୟ ସାରିବାକୁ ଦେଢ଼ମାସ ଲାଗିବ, କାମ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି।

ଶ୍ମଶାନ ପାଇଁ ସମସ୍ୟା ଭୋଗୁଥିବା ସତ୍ୟନଗରବାସୀ କହିଥିଲେ। ଏନେଇ ଆଜି ଅଞ୍ଚଳବାସୀ ମାନବାଧିକାର କମିଶନଙ୍କୁ ଜଣାଇଥିଲେ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like