ପୁରୀରେ ୨ ଛଦ୍ମବେଶୀ ସେବାୟତ ଅଟକ

ପୁରୀ: ମଙ୍ଗଳ ଆଳତି ବେଳେ ପାଟ ପିନ୍ଧି ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିବା ୨ଜଣ ଛଦ୍ମବେଶୀ ସେବାୟତଙ୍କୁ ପୁଲିସ୍‌ ଅଟକ ରଖିଛି।

ସୂଚନା ଅନୁସାରେ, ଆଜି ସକାଳେ ୨ ଜଣ ବାହାର ଭକ୍ତ ପାଟ ପିନ୍ଧି ସେବାୟତଙ୍କ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ମଙ୍ଗଳ ଆଳତି ଚାଲିଥିଲା। ସେମାନଙ୍କର ଚାଲିଚଳଣ ଦେଖି ଅନ୍ୟ ସେବାୟତଙ୍କ ସନ୍ଦେହ ସୃଷ୍ଟି ହେବାରୁ ସେମାନଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ପୁଲିସ୍‌କୁ ଖବର ଦିଆଯାଇଥିଲା।

କୁମ୍ଭାରପଡ଼ା ପୁଲିସ୍‌ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ

ରଥଯାତ୍ରା 2020: ବଡଦାଣ୍ଡରେ ଗଡ଼ିଲା ତାଳଧ୍ୱଜ

ରଥଯାତ୍ରା 2020: ରଥ ଉପରେ ତିନି ଠାକୁର..ଅପେକ୍ଷା ଗଜପତିଙ୍କୁ…

ରଥଯାତ୍ରା 2020:ପହଣ୍ଡି ବେଳେ ଏମିତି ଦିଶୁଛନ୍ତି ବଡ଼ଠାକୁର, ଭିଡିଓ ଦେଖି ବିହ୍ୱଳ ଭକ୍ତ

ରଥଯାତ୍ରା 2020:ସୁପ୍ରିମକୋର୍ଟଙ୍କ ଏହିସବୁ ସର୍ତ୍ତାବଳୀ ଭିତରେ ଚାଲିଛି ପୁରୀ ରଥଯାତ୍ରା

ରଥଯାତ୍ରା 2020: ଆରମ୍ଭ ହେଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ

ରଥଯାତ୍ରା 2020: ଆଜି ଘୋଷଯାତ୍ରା- ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଘର ଯିବେ ଜଗତର ନାଥ

ରଥଯାତ୍ରା 2020:ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ- ଜାଣନ୍ତୁ, ପହଣ୍ଡି ଆରମ୍ଭର ସମୟ

ବଡଦାଣ୍ଡରେ ଗଡ଼ିବ ନନ୍ଦିଘୋଷ, ଅନୁମତି ଦେଲେ ସୁପ୍ରିମକୋର୍ଟ

ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

ରାତି ପାହିଲେ ରଥଯାତ୍ରା: ବଡ଼ଦାଣ୍ଡରୁ ହଟୁଛନ୍ତି ଉଠା ଦୋକାନୀ

Puri Rath Yatra 2020:ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରୁଦ୍ଧଦ୍ୱାର ବୈଠକ, ଗଜପତିଙ୍କ ସହ କଥା ହେଲେ ଅମିତ ଶାହ

Puri Rath Yatra 2020:କାଲି ରଥରେ ଆଜ୍ଞାମାଳ ବିଜେ ନୀତି

You might also like