ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମା ଛତିଶଗଡ଼ ଜିଲ୍ଲା ବିଜାପୁରରେ ମାଓବାଦୀ ବର୍ବରକାଣ୍ଡ ରଚିଛନ୍ତି।  ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣ ଲୋକ ପ୍ରତିନିଧିଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ।

ବିଜାପୁର ଜିଲ୍ଲା ଗଙ୍ଗଲା ଗାଁରେ ମାଓବାଦୀମାନେ ଏହି ବର୍ବରକାଣ୍ଡ ଘଟାଇଥିବା ବିଜାପୁର ଏସ୍‌ପି କମଳଲୋଚନ କଶ୍ୟପ ସୂଚନା ଦେଇଛନ୍ତି । ଗତକାଲି ରାତିରେ ଏହି ଘଟଣା ଘଟିଛି । ମୃତକ ହେଲେ ଗଙ୍ଗଲା ଗାଁର ଉପସରପଞ୍ଚ ଧନିରାମ କୋରସା ଏବଂ ଓ୍ୱାଡ଼ ମେମ୍ବର ଗୋପଲ କୁଡ଼ିୟମ ।

ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଏ ଦୁଇ ଜଣଙ୍କୁ ପରିବାର ଲୋକଙ୍କ ସାମ୍ନାରେ ଧାରୁଆ ଅସ୍ତ୍ରରେ ଆକ୍ରମ କରି ହତ୍ୟା କରିଛନ୍ତି ।

ଆହୁରି ପଢ଼ନ୍ତୁ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

You might also like