କରୋନାରୁ ସୁସ୍ଥ ହେଲେ ଆଉ ୨୦୭୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୦୭୧ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୨,୬୪,୧୦୨କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଖୋର୍ଦ୍ଧାରୁ ସର୍ବାଧିକ ୩୦୧, ଷ୍ଟେଟ୍ ପୁଲରୁ ୫୭ ଜଣ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼-୨୧୨, କଟକ-୧୮୨, ମୟୂରଭଞ୍ଜ-୯୬, ଅନୁଗୁଳ-୯୦, ଝାରସୁଗୁଡ଼ା-୮୦, ନୂଆପଡ଼ା-୭୮, କେନ୍ଦ୍ରାପଡ଼ା ଓ ବରଗଡ଼ରୁ ୭୧ ଲେଖାଏଁ, ଯାଜପୁର-୬୯, ବଲାଙ୍ଗିର-୬୭, ପୁରୀ ଓ ସୋନପୁରରୁ ୬୬ ଲେଖାଏଁ, ଜଗତସିଂହପୁର-୫୯, ବାଲେଶ୍ୱର ଓ କେନ୍ଦୁଝରରୁ ୫୮ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି କଳାହାଣ୍ଡି-୫୧, ସମ୍ବଲପୁର-୫୦, କନ୍ଧମାଳ-୪୩, ଢେଙ୍କାନାଳ-୩୮, ଭଦ୍ରକରୁ ୩୫, ମାଲକାନଗିରି-୩୩, କୋରାପୁଟ-୩୦, ଗଞ୍ଜାମ-୨୪, ନବରଙ୍ଗପୁର-୨୦, ବୌଦ୍ଧ-୧୯, ନୟାଗଡ଼-୧୭, ଦେବଗଡ଼-୧୨, ରାୟଗଡ଼ା-୧୨, ଗଜପତି-୫ ଜଣ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like