ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ, ଚିହ୍ନଟ ହେଲେ ୨,୧୩୮ ନୂଆ ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୩୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୧୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୫୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୮୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like