ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୮୨ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପଟିଆରୁ ୧୨, ଖଣ୍ଡଗିରି ଓ ନୟାପଲ୍ଲୀରୁ ୯ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଟଙ୍କପାଣି ରୋଡରୁ ୬, ବାପୁଜୀ ନଗରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି BMCରେ କରୋନାରୁ ୩୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବେ ନେଇ ସୂଚନା ଦେଇଛି ବିଏମ୍‌ସି।

ଆହୁରି ପଢ଼ନ୍ତୁ

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

ବିଜେଡିକୁ ଜନବିରୋଧୀର ସଂଜ୍ଞା ପଚାରିଲେ ପ୍ରଦୀପଙ୍କ ପତ୍ନୀ

ପରୀ ପ୍ରସଙ୍ଗରେ କଂଗ୍ରେସକୁ ଟାର୍ଗେଟ୍ କଲା ବିଜେପି

You might also like