ଦିନକରେ ଓଡ଼ିଶାରେ ୨,୪୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୬୮

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୦୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like