• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୨୫ ବଖରା ଘର। ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବ୍ଲକ୍ ଅନ୍ତର୍ଗତ ଗୁହାଳିଆ ରାଉତସାହିରେ ଭୟାବହ ଅଗ୍ନିକାଣ୍ଡରେ ୧୭ଟି ପରିବାରର ୨୫ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଏହାସହ ଦୁଇଟି ଗାଈ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୩ଟି ବାଇକ୍ ଓ ୪୦ ହଜାର ଟଙ୍କା ପୋଡ଼ିଯାଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପ୍ରଥମେ ସର୍ଟ ସର୍କିଟରୁ ଜଣକ ଘରେ ନିଆଁ ଲାଗି ଯାଇଥିଲା। ପରେ ଏହି ନିଆଁ ଆଖପାଖ ଘରକୁ ବ୍ୟାପୀ ଯାଇଥିଲା।

ନିଆଁ ଲାଗିଯିବା କାରଣରୁ ଜଣଙ୍କ ଘରେ ଥିବା ଗ୍ୟାସ୍ ଟାଙ୍କି ଫାଟି ଯାଇଥିଲା। ଏହା ପରେ ନିଆଁ ତୀବ୍ର ରୂପ ଧାରଣ କରି ଆହୁରି ବ୍ୟାପୀ ଯାଇଥିଲା। ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା।

25-houses-gutted-in-a-major-fire-mishap-in-bhadrak
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories