କୃମି ଔଷଧ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ଼: ସଇଁତଳା ବ୍ଲକ୍‌ ଘୁନସର ପ୍ରାଥମିକ ବିଦ୍ୟାଳୟର୨୫ରୁ ଅଧିକ ଛାତ୍ରଛାତ୍ରୀ କୃମି ଔଷଧ ଖାଇବା ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ସଇଁତଳା ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥାବସ୍ଥା ଅନୁଧ୍ୟାନ ପାଇଁ ପାଇଁ ଏକ ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ଯାଉଛନ୍ତି।

You might also like