ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ଅଢ଼େଇ ହଜାରରୁ ଅଧିକ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ଏହି ଟେଷ୍ଟ୍‌ ହୋଇଛି।  RTPCR-୫,୦୬୮, ଆଣ୍ଟିଜେନ୍‌-୪୭,୮୩୪ ଓ ଟ୍ରୁନଟ୍‌ ମାଧ୍ୟମରେ- ୧୧୩ ଟେଷ୍ଟ୍‌ ହୋଇଛି।

 

You might also like