ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୯୯ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗରରୁ ୨୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୧୫୩ ଓ ଲୋକାଲ୍ କେସ୍ ୧୧୪ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।

ଜାଗମରାର ଏକ କ୍ୱାରେଣ୍ଟିନ୍‌ରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସିଆରପିଏଫ୍ କ୍ୟାମ୍ପସରୁ ୫, ଝାରପଡ଼ାରୁ ୮ ଚିହ୍ନଟ ହୋଇଛନ୍ତି। ଖଣ୍ଡଗିରିରୁ ୪, ନୀଳାଦ୍ରି ବିହାରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଆଜି BMCରେ ୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି।

ଏହାକୁ ମିଶାଇ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୭୫୯୯ରେ ପହଞ୍ଚିଛି। ୩୩ ଜଣଙ୍କ ମୃତ୍ୟୁ ହୋଇଛି। ୪୫୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେବି ୨୯୯୪ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

You might also like