Corona Update In Odisha: ଦିନକରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍‌ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯।

ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like