Corona Update In Odisha: ଦିନକରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯। ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯।
ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।