ଭୁବନେଶ୍ୱରରୁ ଆଉ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୮, ଲୋକାଲ କେସ୍ ୨୦୩ ରହିଛନ୍ତି। ରସୁଲଗଡ଼ରୁ ୧୦, ବରମୁଣ୍ଡା ଓ ଆଇଆର୍ସି ଭିଲେଜରୁ ୯, ନୟାପଲ୍ଲୀ ଓ ଭିଏସ୍ଏସ୍ ନଗରରୁ ୮, ପାତ୍ରପଡ଼ାରୁ ୭, ସୁନ୍ଦରପଦା ଓ ଖଣ୍ଡଗିରିରୁ ୬ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରେ ଆଉ ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ।

ଆହୁରି ପଢ଼ନ୍ତୁ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

You might also like