ଭୁବନେଶ୍ୱରରୁ ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୫ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧୯୨, ଲୋକାଲ୍ କେସ୍ ୮୯ ରହିଛି। ସେହିପରି ଆଉ ୩୧୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ।

କେଉଁ ଅଞ୍ଚଳରୁ କେତେ:-

ଚନ୍ଦ୍ରଶେଖରପୁରରୁ ୯, ବିଜେବି ନଗର, ଝାରପଡ଼ା, ପଟିଆ, ଚିନ୍ତାମଣିଶ୍ୱରରୁ ୮ ଲେଖାଏଁ ଚିହ୍ନଟ
ଖଣ୍ଡଗିରି, ପାତ୍ରପଡ଼ାରୁ ୭ ଲେଖାଏଁ, ବରମୁଣ୍ଡାରୁ ୬ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like