• translate
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୧ ହଜାର ୩୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଗୋଟିଏ ଦିନରେ ୬୧ ହଜାର ୩୭୯ କରୋନା ଟେଷ୍ଟ

RTPCR-୭,୦୫୪
ଆଣ୍ଟିଜେନ୍-୫୪,୨୪୩
ଟ୍ରୁନଟ୍- ୮୨

ଚିହ୍ନଟ ନୂଆ ୨,୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୯୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୪୪୩ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୫, ୫୩୭ରେ ପହଞ୍ଚିଛି।

Other Stories