• translate
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୯ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୦, ୦୫୦ରେ ପହଞ୍ଚିଛି।

Other Stories