ଟ୍ରାକ୍ଟର ଓଲଟି ୩ ମୃତ ଓ ୮ ଗୁରୁତର

ବଣାଇ: ଟ୍ରାକ୍ଟର ଓଲଟି ୩ ମୃତ ଓ ୮ ଗୁରୁତର ଆହତ ହୋଇଛନ୍ତି। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା କେଲ ଗାଁ ନିକଟରେ।

ଟ୍ରାକ୍ଟରରେ ପଞ୍ଚାୟତ ସଦର ମହକୁମାକୁ ଚାଉଳ ପାଇଁ ଯାଉଥିଲେ। ହେଲେ ଅଧା ରାସ୍ତାରେ ଟ୍ରାକ୍ଟରଟି ଓଲଟି ପଡ଼ିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି

କେଲ ଗାଁରୁ ଏକ ଟ୍ରାକ୍ଟରରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଲୋକ ଜର୍ଦ୍ଦା ପଞ୍ଚାୟତକୁ ଚାଉଳ ନେବା ପାଇଁ ଯାଉଥିଲେ। ଅଧା ରାସ୍ତାରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣା ସ୍ଥଳରେ ସୁଲଚନା ଭୁକ୍ତା, ତପସ୍ୱିନୀ ପୂଜାରୀ ଓ ବେଡା ଭାଗଙ୍କ ମୃତ୍ୟୁ ଘଟିଛି।

ଅନ୍ୟମାନେ ଗୁରୁତର ଆହତ ହୋଇଥିଲେ। ପୁଲିସ ଓ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧର କରି ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରିଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

You might also like