ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଯାଜପୁର: ଆମ୍ବୁଲାନ୍ସ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ନେଉଳପୁର ନିକଟରେ ଆମ୍ବୁଲାନ୍ସ- ବାଇକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ତିନି ତିନିଟା ଜୀବନ। ଏହି ଦୁର୍ଘଟଣାରେ ବାଇକ୍ ଆରୋହୀ ପୁରୁଷ, ମହିଳା ଓ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି।

ରାସ୍ତା କାମ ଯୋଗୁଁ ଗୋଟିଏ ପଟେ ଗାଡ଼ି ଯାଉଥିବାରୁ ଏପରି ଦୁର୍ଘଟଣା ହୋଇଥିବା ଜଣାପଡିଛି। ତେବେ ଧକ୍କା ଦେବା ପରେ ଆମ୍ୱୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ତେବେ ମୃତକଙ୍କର ପରିଚୟ ମିଳିନାହିଁ। ଆମ୍ବୁଲାନ୍ସରେ ରୋଗୀ ନଥିବା ସୂଚନା ମିଳିଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପଠାଇବା ସହ ଆମ୍ୱୁଲାନ୍ସକୁ ଜବତ କରିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like